ବୌଦ୍ଧ ଜିଲାରେ ୩୫ କରୋନା ପୋଜିଟିଭ ଚି଼ହ୍ନଟ

ବୌଦ୍ଧ (କୋଶଲ ନ୍ୟୁଜ) ବୌଦ୍ଧ ଜିଲ୍ଲାରେ 24 ଘଣ୍ଟା ମଧ୍ୟରେ 35 କରୋନା ପୋଜିଟିଭ ଚି଼ହ୍ନଟ ହୋଇଛନ୍ତି |ଆଜି ସମଗ୍ର ରାଜ୍ୟରେ 3087 ପୋଜିଟିଭ ଚି଼ହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ରୁ 1775 ଏବଂ ଲୋକାଲ 1352 ଜଣ ଚି଼ହ୍ନଟ ହୋଇଛନ୍ତି | ଆଜି ସୁଦ୍ଧା ବୌଦ୍ଧ ଜିଲାରୁ ମୋଟ 12212 ଜଣ କରୋନା ପୋଜିଟିଭ ଚି଼ହ୍ନଟ ହୋଇଛନ୍ତି ସେମାନଙ୍କ ମାଧରୁ 11780 ସୁସ୍ଥ ହୋଇଥିବା ବେଳେ 345ଜଣ ଚିକିତ୍ସାଧିନ ଥିବା ବେଳେ 80 ଜଣ ମୃତ୍ୟୁ ହୋଇଛି |

Comments
Loading...