ବିଦ୍ୟୁତ ଶୁଳ୍କ ବୃଦ୍ଧି କୁ ନେଇ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଭଦ୍ରକ (କୋଶଲ ନ୍ୟୁଜ) ରାଜ୍ୟରେ ଅହେତୁକ ବିଦ୍ୟୁତ ଶୁଳ୍କ ବୃଦ୍ଧି, ଅଘୋଷିତ ବିଦ୍ୟୁତ କାଟ ଓ ଲୋ ଭୋଲ୍ଟେଜ ସମସ୍ୟା ପ୍ରତିବାଦରେ ଆମ ପ୍ରିୟନେତା ବଦ୍ରିଭାଇଙ୍କ ନେତୃତ୍ୱରେ ଆଜି ଭଣ୍ଡାରିପୋଖରୀ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଏଥିରେ ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ ଯୋଗ ଦେଇଥିଲେ।

Comments
Loading...