ଜମି ପଟା କରାଇଦେବାକୁ ନେଉଥିଲେ ଲାଞ୍ଚ, ଧରିଲା ଭିଜିଲାନ୍ସ
ଅନ୍ୟାନ୍ୟ ଖବର ପଢନ୍ତୁ
କୋଶଲ ନ୍ୟୁଜ୍ ବ୍ୟୁରୋ : ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ । ବଲାଙ୍ଗୀର ଜିଲ୍ଲା ମୁରିବାହାଲ ତହସିଲ ବରିଷ୍ଠ କିରାଣୀ ଅସିତ ଯୋଶୀ ଭିଜିଲାନ୍ସ ଜାଲରେ ପଡିଛନ୍ତି । ଜମି ପଟ୍ଟା କରାଇଦେବାକୁ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।ଖବର ଅନୁଯାୟୀ. ମୁରିବାହାଲ୍ ତହସିଲର ବରିଷ୍ଠ କିରାଣୀ ଅସିତ୍ ଯୋଶୀ ସହାଜପାଣି ଗାଁର ଥବିର ସାହୁଙ୍କଠାରୁ ଲାଞ୍ଚ ନେଉଥିଲେ । ଜମି ପଟ୍ଟା କରାଇଦେବାକୁ ୨୮ଶହ ଟଙ୍କା ଲାଞ୍ଚି ନେଉଥିବା ବେଳେ ଧରିଛି ଭିଜିଲାନ୍ସ । ସେହିପରି ବଲାଙ୍ଗୀର ଓ ବରଗଡ଼ରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି ।
ଆମେ ଦେବୁ ସତ୍ୟ ଖବର ସବୁ ଅଞ୍ଚଳ ର ଖବର ସବୁ ଖବର ଆପଣଙ୍କ ପାଖରେ ସବୁ ସମୟରେ।
କୋଶଲ ନ୍ୟୁଜ୍। ଆପଣଙ୍କର ଅଞ୍ଚଳ, ଆପଣଙ୍କର ଖବର।
Next Post
Comments