ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଡ୍ରାଇଭର
ଅନ୍ୟାନ୍ୟ ଖବର ପଢନ୍ତୁ
କୋଶଲ ନ୍ୟୁଜ୍ ବ୍ୟୁରୋ : କଳାହାଣ୍ଡି ଜିଲ୍ଲା ଇନ୍ଦ୍ରବତୀ ଜଳପ୍ରକଳ୍ପର ଅବସରପ୍ରାପ୍ତ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ଼୍ ଜାରି ରହିଛି ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇନ୍ଦ୍ରବତୀ ଜଳପ୍ରକଳ୍ପର ଅବସରପ୍ରାପ୍ତ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ଧର୍ମଗଡ଼ସ୍ଥିତି ବାସଭବନ ସମେତ ବିଭିନ୍ନ ସ୍ଥାନରେ ରେଡ଼ ଜାରି ରଖିଛି ଭିଜିଲାନ୍ସ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସଂପତ୍ତି ଜବତ ହୋଇଛି । ତାହା ସ୍ପଷ୍ଟ ହୋଇନାହିଁ । ଅନେକ ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି ।
ଆମେ ଦେବୁ ସତ୍ୟ ଖବର ସବୁ ଅଞ୍ଚଳ ର ଖବର ସବୁ ଖବର ଆପଣଙ୍କ ପାଖରେ ସବୁ ସମୟରେ।
କୋଶଲ ନ୍ୟୁଜ୍। ଆପଣଙ୍କର ଅଞ୍ଚଳ, ଆପଣଙ୍କର ଖବର।
Comments