ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ
ଅନ୍ୟାନ୍ୟ ଖବର ପଢନ୍ତୁ
କୋଶଲ ନ୍ୟୁଜ୍ ବ୍ୟୁରୋ : ଭୁବନେଶ୍ୱର : ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ପତ୍ନୀଙ୍କ ଆତ୍ମହତ୍ୟା ଉଦ୍ୟମ । ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା, ଗୁରୁତର ଅବସ୍ଥାରେ ବିଦ୍ୟାଶ୍ରୀଙ୍କୁ କଟକ ସ୍ଥାନାନ୍ତର ସୂଚନା ।
ଫେସବୁକରେ ଲାଇଭ୍ କରି ନିଦ ବଟିକା ଖାଇଲେ ବିଦ୍ୟାଶ୍ରୀ । କହିଲେ, ମାନସିକ ଚାପଗ୍ରସ୍ତ କରାଯାଉଥିବାରୁ ଆତ୍ମହତ୍ୟା କରୁଛି । ତେବେ ଗୁରୁତର ଅବସ୍ଥାରେ ବିଦ୍ୟାଶ୍ରୀଙ୍କୁ କଟକ ଏସ୍ସିବି ସ୍ଥାନାନ୍ତର କରାଯାଇଥିବା ସୂଚନା ।
ଆମେ ଦେବୁ ସତ୍ୟ ଖବର ସବୁ ଅଞ୍ଚଳ ର ଖବର ସବୁ ଖବର ଆପଣଙ୍କ ପାଖରେ ସବୁ ସମୟରେ।
କୋଶଲ ନ୍ୟୁଜ୍। ଆପଣଙ୍କର ଅଞ୍ଚଳ, ଆପଣଙ୍କର ଖବର।
Comments