ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

କୋଶଲ ନ୍ୟୁଜ୍ ବ୍ୟୁରୋ : ଭୁବନେଶ୍ୱର : ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ପତ୍ନୀଙ୍କ ଆତ୍ମହତ୍ୟା ଉଦ୍ୟମ । ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା, ଗୁରୁତର ଅବସ୍ଥାରେ ବିଦ୍ୟାଶ୍ରୀଙ୍କୁ କଟକ ସ୍ଥାନାନ୍ତର ସୂଚନା ।
ଫେସବୁକରେ ଲାଇଭ୍ କରି ନିଦ ବଟିକା ଖାଇଲେ ବିଦ୍ୟାଶ୍ରୀ । କହିଲେ,  ମାନସିକ ଚାପଗ୍ରସ୍ତ କରାଯାଉଥିବାରୁ ଆତ୍ମହତ୍ୟା କରୁଛି । ତେବେ ଗୁରୁତର ଅବସ୍ଥାରେ ବିଦ୍ୟାଶ୍ରୀଙ୍କୁ କଟକ ଏସ୍ସିବି ସ୍ଥାନାନ୍ତର କରାଯାଇଥିବା ସୂଚନା ।
Comments (0)
Add Comment