ବୌଦ୍ଧ ଜିଲାରେ 19 କରୋନା ପୋଜିଟିଭ ଚି଼ହ୍ନଟ

ବୌଦ୍ଧ (କୋଶଲ ନ୍ୟୁଜ୍) ବୌଦ୍ଧ ଜିଲ୍ଲାରେ 24 ଘଣ୍ଟା ମଧ୍ୟରେ 19 କରୋନା ପୋଜିଟିଭ ଚି଼ହ୍ନଟ ହୋଇଛନ୍ତି |ଆଜି ସମଗ୍ର ରାଜ୍ୟରେ 2917 ଜଣ ପୋଜିଟିଭ ଚି଼ହ୍ନଟ ହୋଇଛନ୍ତି | ଆଜି ସୁଦ୍ଧା ବୌଦ୍ଧ ଜିଲାରୁ ମୋଟ 12247 ଜଣ କରୋନା ପୋଜିଟିଭ ଚି଼ହ୍ନଟ ହୋଇଛନ୍ତି ସେମାନଙ୍କ ମାଧରୁ 11940 ସୁସ୍ଥ ହୋଇଥିବା ବେଳେ 224 ଜଣ ଚିକିତ୍ସାଧିନ ଥିବା ବେଳେ 83 ଜଣ ମୃତ୍ୟୁ ହୋଇଛି | ବୌଦ୍ଧ ଜିଲ୍ଲାର ମୋଟ ପୋଜିଟିଭ ସଂଖ୍ୟା 12266 ରେ ପହଂଚିଛି

Comments (0)
Add Comment