ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ତରଫରୁ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ

କୋଶଲ ନ୍ୟୁଜ୍ ବ୍ୟୁରୋ : ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ତରଫରୁ 72 ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଯାଇଛି । ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅଥିତି ଭାବେ ଯୋଗ ଦେଇ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡିର ଜିଲ୍ଲା ଯୁବ ଅଫିସର ପ୍ରସନ୍ନ ମେହେରପତାକା ଉତ୍ତୋଳନ କରିଥିଲେ ଓ ଯୁବ ସ୍ୱେଚ୍ଛାସେବୀ ମାନଙ୍କୁ ପ୍ରେରଣା ବାର୍ତା ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଲେଖାପାଳ ଦ୍ବିତୀୟା ବନଛୋର । ପୂର୍ବତନ ଜାତୀୟ ଯୁବ ସ୍ବେଚ୍ଛାସେବୀ ରାଜେଶ ମହାରଣା,ହେମସାଗର ସାହୁ, ବର୍ତ୍ତମାନ ର ଜାତୀୟ ଯୁବ ସ୍ବେଚ୍ଛାସେବୀ ଚିନ୍ମୟୀ ନାଥ, ନିରୂପମା ନାଏକଶଙ୍କର ଦୀପ,ଡମ୍ବରୁ ଧର ମାଝିପ୍ରମୁଖ ଉପସ୍ଥିତ ଥିଲେ ।ଶେଷରେ ଶ୍ରୀ ମହାରଣା ଧନ୍ୟବାଦ ଅର୍ପଣ କରିଥିଲେ ।
Comments (0)
Add Comment