ଆଜିର ରାଶିଫଳ ସୋମବାର ୦୧ ଫେବୃଆରୀ ୨୦୨୧

ମେଷ

ଯାତ୍ରା ଆପଣଙ୍କର ଶୁଭମୟ ହେବ । ଘରେ ସମସ୍ତେ ବହୁତ ଖୁସିରେ ରହିବେ । ଧାର୍ମିକ ସ୍ଥଳରେ ଆଜି ଖୁବ ମନ ଲାଗିବ ଓ ପୁରା ଦିନ ମନ୍ଦିରରେ  କଟିବ ଯେଉଁ କାମରେ ଆଜି ହାତ ଦେବେ ସେହି କାର୍ଯ୍ୟ ପୂର୍ଣ ହେବ । ଦାମ୍ପଦ୍ୟ ଜୀବନ ଭଲରେ କଟିବ ଓ ତାଙ୍କ ସହ ମିଶି ବାହାରକୁ ଯାଇ ନୂଆ ନୂଆ ଜିନିଷ ଖାଇବା ଖାଇପାରନ୍ତି । କୌଣସି କାମରେ ଦାଇତ୍ୟ ବଢିପାରେ । ପୂର୍ବରୁ ଦେଇଥିବା ପରୀକ୍ଷା ସେଥିରେ ଏବେ ଉତ୍ତିର୍ଣ ହେବେ । ଆଜି ଆପଣ ଯେଉଁ ନିସ୍ପତି ନେବେ ସେଥିରେ ସମସ୍ତଙ୍କର ଭଲ ହେବ ଓ ଆଗକୁ ଲାଭବାନ ମଧ୍ୟ କରାଇ ପାରେ ।

ବୃଷ

ମାତା ଓ ପିତାଙ୍କ ସାଙ୍ଗରେ ଭଲରେ ଦିନ କଟିବ । ଏଥିପାଇଁ ପୁରା ଦିନ ଖୁସିରେ କାଟିବ ଓ ଆପଣଙ୍କ ସମ୍ପର୍କ ଦୃଢ ରହିବ ।  ଆପଣ ଛୋଟ ପିଲାଙ୍କୁ ବହୁତ ଭଲ ଭାବରେ ବୁଝୁ ପାରନ୍ତି ଓ ତାଙ୍କର ଉପଚାର ମଧ୍ୟ କରିପାରନ୍ତି । ଆର୍ଥିକ ସ୍ଥିତି ମଜବୁତ ରହିବ । ରାଗ ଉପରେ ନିୟତ୍ରଣ ରଖନ୍ତୁ । ଆଜି ପୁରା ଦିନ ଧାର୍ମିକ ଅନୁଷ୍ଠାନରେ କଟିବ ନିଜର ଓ ଭଲ କର୍ମ ଫଳ ମିଳିବା ସହିତ କିଛି ନୂଆ ଖୁସି ଖବର ମିଳିପାରେ । ବହୁ ପୂର୍ବରୁ ରହିଯାଇଥିବା କାର୍ଯ୍ୟ ପୂର୍ଣ ହେବ । ଆର୍ଥିକ ସମସ୍ୟା ଦୂରେଇ ଯିବ।

ମିଥୁନ

ନିଜର ଆତ୍ମବିଶ୍ଵାସ ବଢିବା ସହିତ କର୍ମରେ ଊର୍ଣ୍ଣତି ହେବ । ଆର୍ଥିକ ସମସ୍ଯା ମଜବୁତ ରହିବ । ଯଦି ଆପଣ କୌଣସି ଏକ ବଡ ହୋଟେଲ ବା ପର୍ଯ୍ୟଟନ ଭଳି କିଛି ବ୍ୟବସାୟ ଥାଏ ତେବେ ସେଥିରେ ଆପଣ ଖୁବ ଲାଭ ବାନ ହେବେ । ପରିବାରର ସହୋଯୋଗ ଫଳରେ ଆଜି ଯେକୌଣସି କାମ କଲେ ସେଥିରେ ଆପଣ ସଫଳତା ହାସଲ କରିବେ । ଆଜି କୌଣସି ଏକ ସାଙ୍ଗ ସହ ଭେଟ ହେଲା ପରେ ବହୁତ ଖୁସି ରହିବେ ଓ ତାଙ୍କ ସହ ମିଶି ବାହରକୁ ଯିବା ପାଇଁ କିଛି ଯୋଜନା କରିପାରନ୍ତି । ରାଗ ଉପରେ ନିୟତ୍ରଣ ରଖନ୍ତୁ ନଚେତ ସବୁ ନଷ୍ଟ ହୋଇଯିବାର ଅଧିକ ସମ୍ଭାବନା ଅଛି ।

କର୍କଟ

ବ୍ୟବସାୟ କାର୍ଯ୍ୟ ସମ୍ବନ୍ଧିତ ସବୁ କାମ ବହୁତ ଭଲରେ ରହିବ । ମାତା ପିତାଙ୍କ ଧ୍ୟାନ ରଖନ୍ତୁ ନଚେତ ତାଙ୍କର ଆଜି ସ୍ୱାସ୍ଥ୍ୟ ବିଗାଡି ଯାଇପାରେ । ଜୀବନ ସାଥିକୁ ବୁଝିବାକୁ ଚେଷ୍ଟା କରନ୍ତୁ ସେ ଆଜି ଆପଣଙ୍କୁ ଯେଉଁ ଉପଦେଶ ଦେବେ ସେଇଟା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହୋଇପାରେ । କାର୍ଯ୍ୟ ସଫଳ ହେବା ଫଳରେ ଆଜି ବହୁତ ଆତ୍ମବିଶ୍ଵାସ ବଢିବ କିନ୍ତୁ କାମ ଅଧିକା ଭାରି ରହିବ, ଯେଉଁଥିପାଇଁ ଶାରୀରିକ କଷ୍ଟ ଓ ମାନସିକ କଷ୍ଟ ଉଭୟ ଦେଖା ଦେବ । ଆଜି କୌଣସି ଦିଗରୁ କିଛି ନିରାଶ ପୂର୍ଣ୍ଣ ଉତ୍ତର ଆସିବ ଯାହା ଫଳରେ ବହୁତ ଦୁଖୀ ରହିବେ ।

ସିଂହ
ବହୁଦିନରୁ ହେଉଥିବା ସମସ୍ୟା ଏବେ ଦୂରେଇଯିବ ବା କିଛି ସମାଧାନର ବାଟ ବାହାରି ଯାଇପାରେ । କିଛି ପୁରୁଣା ସାଙ୍ଗ ସହ ଭେଟ ହୋଇପାରେ । ଧର୍ମ ସ୍ଥାନ ରେ କିଛି ଖର୍ଚ ହୋଇପାରେ । ଯାହା ଦ୍ଵାରା ସମାଜରେ ମାନ ସଂମ୍ମାନ ମିଳିବ ଓ ଗୁରୁଙ୍କର ଆଶ୍ରିବାଦ ମିଳିବ । ଯାତ୍ରା ଆପଣଙ୍କର ଲାଭ ଦାୟକ ହେବ । ଆଜି ଯିଏ ଯେତେବୀ ଚାହିଁଲେ କିଛି କ୍ଷତି କରିପାରିବେ ନାହିଁ । ମାତା ଓ ପିତାଙ୍କ ସାଙ୍ଗରେ ଭଲରେ ଦିନ କଟିବ । ଏଥିପାଇଁ ପୁରା ଦିନ ଖୁସିରେ କାଟିବ ଓ ଆପଣଙ୍କ ସମ୍ପର୍କ ଦୃଢ ରହିବ ।
କନ୍ୟା
ସକରାତ୍ମକ ଶକ୍ତି ବଳ ଅଧିକା ରହିବା ଫଳରେ କାମ କାର୍ଯ୍ୟରେ ସଫଳତା ମିଳିବ । ଯେକୌଣସି କାମ ଆଜି ଆରମ୍ଭ କରିଥିବେ ସେହି କାମ ଆଜି ନିର୍ଭୁଲ ଭାବରେ ଓ ବହୁତ ଭଲ ଭାବରେ ଖୁବ ଶୀଘ୍ର ସରିଯିବ । ଆଜିର ଦିନକୁ ରୋମାଞ୍ଚକରେ ଚଳିବାକୁ ଚାହୁଁଥିଲେ ଆପଣ ନିଜ ପରିବାର ଓ ସାଙ୍ଗ ସହ ଦିନ କାଟିବା ପାଇଁ ଚେଷ୍ଟା କରନ୍ତୁ । ଆଜି ଆପଣଙ୍କର ଦିନ ମଧ୍ୟମ ଧରଣର କଟିବ । ଯେତିକି ପରିଶ୍ରମ କରିବେ ସେତିକି ଫଳ ପାଇବେ । ଘରେ କିଛି ଭଲ ଖୁସି ଖବର ମିଳିପାରେ । ପିତା ମାତାଙ୍କ ସାହାର୍ଯ୍ୟ ମିଳିବ ପରିବାରରେ ସମସ୍ତଙ୍କର ସହୋଯୋଗ ମିଳିବ ।

ତୁଳା

ନିଜର ସ୍ଵଭାବ ବଦଳାଇବା ପାଇଁ ଚେଷ୍ଟା କରନ୍ତୁ ନଚେତ ଆପଣଙ୍କ ସାଙ୍ଗରେ କେହି ମିଶି ନପାରନ୍ତି । ଏହିପରି କରିବା ଦ୍ଵାରା ଆପଣଙ୍କର କିଛି ଫାଇଦା ହେବ ନାହିଁ ଓ ଆପଣଙ୍କୁ କେହି ପସନ୍ଦ କରିବେ ନାହିଁ । ଆଜି କାହା ଉପରେ ରାଗନ୍ତୁ ନାହିଁ ନଚେତ ଯେଉଁ କାର୍ଯ୍ୟ ହେବାକୁ ଥିବ ସେହି କାର୍ଯ୍ୟରେ ବାଧା ସୃଷ୍ଟି ହେବ ଯାହାଫଳରେ ନିରାଶ ହେବେ ତେଣୁ କରି ନିଜ ବାଣୀ ଉପରେ ନିୟତ୍ରଣ ରଖନ୍ତୁ । ପରିବାରକୁ କେହି ଜଣେ ନୂଆ ବ୍ୟକ୍ତି ଆସିବା ଫଳରେ ବହୁତ ଶାନ୍ତି ଓ ଖୁସି ଅନୁଭୂତ ହେବ ।

ବିଛା
ସରକାରୀ ଚାକିରିରେ ଆପଣଙ୍କୁ କାମ କରିବାକୁ ପୁରା ସାହାର୍ଯ୍ୟ ମିଳିବ ଓ ସମର୍ଥନ ମଧ୍ୟ ମିଳିବ ବିଭାହୀତ ଜୀବନରେ କିଛି ହାତରୁ ଖସି ଯିବା ପରି ଲାଗିବ । ସବୁବେଳେ ଆପଣ ଯେ ଠିକ କେବେହେଲେ ଭାବନ୍ତୁ ନାହିଁ ସଦାବେଳେ ଗୁରୁ ଓ ମାତା ପିତାଙ୍କ କଥା ମାଣିବାକୁ ଚେଷ୍ଟା କରନ୍ତୁ । ବ୍ୟବସାୟରେ ଭଲ ଲାଭ ହେବ ଓ ଯେକୌଣସି କାମ ଆଜି କରିବେ ଲୋକଙ୍କର ସହଯୋଗ ଫଳରେ କାର୍ଯ୍ୟ ବହୁତ ଶୀଘ୍ର ସଫଳ ହୋଇବ । ଆଜି କୌଣସି ନିସ୍ପତି ନେବା ପୂର୍ବରୁ ଟିକେ ଭାବିକରି ନେବା ପାଇଁ ଚେଷ୍ଟା କରନ୍ତୁ ଅଥବା ବଡ ଲୋକଙ୍କର ପରାମର୍ଶ କ୍ରମେ କାମ ଆରମ୍ଭ କରନ୍ତୁ ।

ଧନୁ

ଆଜି ଆପଣଙ୍କୁ କୌଣସି ଏକ ବଡ ଲୋକଙ୍କର ନୂଆ ସମାଧାନ ମିଳିପାରେ ଯାହାଫଳରେ ଆପଣ ସେହି ଅନୁଯାଇ କାମ କରିବା ଦ୍ଵାରା ସେହି କାର୍ଯ୍ୟ ସଫଳ ହେବ । ଆର୍ଥିକ ସ୍ଥିତି ସୁଦୃଢ ରହିବ ଆଜି କିଛି ଖର୍ଚ ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ କିଛି ଅସୁବିଧା ଦେଖା ଦେଇପାରେ । ଜଲ୍ଦି ଜଲ୍ଦି ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ ନଚେତ ବଡ ଅସୁବିଧାର ସମୁଖୀନ ହୋଇପାରନ୍ତି । କଥାବାର୍ତା ଓ ସ୍ଵଭାବରେ କିଛି ପରିବର୍ତନ ଆଣିବାକୁ ଚେଷ୍ଟା କରନ୍ତୁ ନଚେତ ବଡ ବିବାଦ ମଧ୍ୟରେ ଫଶୀ ପାରନ୍ତି । କୌଣସି ଏକ ନୂଆ ଜାଗାକୁ ଯିବାକୁ ଚାହୁଥିଲେ ଆଜି ସେହି ଜାଗାକୁ ଯାଇପାରିବେ ।

ମକର

ଜୀବନ ସାଥି ସହ ଭଲରେ ଦିନ କଟିବ ଓ ତାନକ ସହ ମିଶି ଅଧିକ ସମୟ କାଟିବେ । ଯେ କୌଣସି କାର୍ଯ୍ୟ କରିବେ ସେ କାର୍ଯ୍ୟ ସଫଳ ହେବ। ମନ ମୁତାବକ କାମ ମିଳିବା ଦ୍ଵାରା ବହୁତ ଖୁସି ରହିବା ସହିତ କାମରେ ସଫଳ ହେବ । ସାଙ୍ଗମାନଙ୍କର ପୁରା ସାଥ ମିଳିବ କିନ୍ତୁ ଆପଣଙ୍କର କିଛି ଏମିତି ସାଙ୍ଗ ଥାନ୍ତି ଯେଉଁ ମାନେ କି ହଇରାଣ କରଥାନ୍ତି । ସେମାନେ କେବେହେଲେ ଆପଣଙ୍କର ଭଲ ଚାହାନ୍ତି  ନାହିଁ । ସେମାନେ ଆଜି ଆପଣଙ୍କୁ ଖାଲରେ ପକାଇ ପାରନ୍ତି । ଆଜି କୌଣସି ନିସ୍ପତି ନେବା ପୂର୍ବରୁ ଟିକେ ଭାବିକରି ନେବା ପାଇଁ ଚେଷ୍ଟା କରନ୍ତୁ ଅଥବା ବଡ ଲୋକଙ୍କର ପରାମର୍ଶ କ୍ରମେ କାମ ଆରମ୍ଭ କରନ୍ତୁ ।

କୁମ୍ଭ

ବ୍ୟବସାୟରେ ଭଲ ଲାଭ ହେବ । ପାଠ ପଢା ପିଲାଙ୍କ ପାଇଁ ଆଜି ଦିନ ବହୁତ ଭଲ ଅଟେ । ବ୍ୟବସାୟରେ ଆଜି ଭଲ ଲାଭ ହେତୁ ମନ ଆଜି ବହୁତ ଖୁସି ରହିବ । କାର୍ଯ୍ୟରେ କିଛି ଛୋଟ ମୋଟ ଅସୁବିଧା ଆସିବ କିନ୍ତୁ କିଛି ବଡ ସମସ୍ୟା ହେବ ନାହିଁ । ଆର୍ଥିକ ସ୍ଥିତି ମଜବୁତ ରହିବ । ରାଗ ଉପରେ ନିୟତ୍ରଣ ରଖନ୍ତୁ ନଚେତ କୌଣସି ଏକ ବଡ ବିପଦରେ ପଡ଼ିପାରନ୍ତି ଯାହାକି କେହି ଉଧାର କରିବା ପାଇଁ ହୁଏତ ନଥିବେ ସେଥିପାଇଁ ସତର୍କ ହୋଇ ଚାଲିବାକୁ ଚେଷ୍ଟା କରନ୍ତୁ । ଟଙ୍କା ଦେବା ନେବା ଠାରୁ ଦୂରେଇ ରୁହନ୍ତୁ ନଚେତ ଟଙ୍କା ଫେରି ପାଇବାକୁ ବହୁତ କଷ୍ଟ ହେବ ।

ମୀନ

କାର୍ଯ୍ୟ କ୍ଷେତ୍ରରେ ହଠାତ କିଛି ଆସୁବିଧା ଆସିପାରେ ଯାହାକି ଆପଣଙ୍କ ଉପରେ କିଛି ଅସୁବିଧା ଆସିପାରେ । କାମ ପୁରା କରିବା ପାଇଁ ହୁଅତ ଆଜି ବହୁତ ସମୟ ଲାଗିପାରେ । ପରିବାରରୁ କିଛି ଖୁସି ଖବର ମିଳିପାରେ ଯାହା ଦ୍ଵାରା କି ଆପଣଙ୍କ ମନ ବହୁତ ପ୍ରଫୁଲିତ ରହିବ । କାହା ଉପରେ ରାଗନ୍ତୁ ନାହିଁ କାରଣ ସବୁବେଳେ ରାଗିବା ଭଲ ହୋଇନଥାଏ ହୁଏତ ଆଜି ସେହି ପିଲା କିଛି ଆପଣଙ୍କୁ କିଛି କହି ଦେଇପାରେ ଯାହା ଫଳରେ ମାନ ହାନି ହୋଇପାରେ ।  ଆଜି କୌଣସି ଦିଗରୁ କିଛି ନିରାଶ ପୂର୍ଣ୍ଣ ଉତ୍ତର ଆସିବ ଯାହା ଫଳରେ ବହୁତ ଦୁଖୀ ରହିବେ । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।


[ଘୋଷଣା: ଦୈନିକ ରାଶିଫଳ ମୁଖ୍ୟତଃ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ। ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି। ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ଠିକ୍‌ ନୁହେଁ। ରାଶିଫଳରୁ ପାଠକମାନେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ। ତେବେ ରାଶିଫଳରେ ଦିଆଯାଇଥିବା ପୂର୍ବାନୁମାନକୁ ନିଜର ସଂପୂର୍ଣ୍ଣ ଭାଗ୍ୟଫଳ ବୋଲି ବିଚାର କରି କର୍ମ, ସାଧନା ବା ଉଦ୍ୟମରୁ ବିରତ ରହନ୍ତୁ ନାହିଁ। କାରଣ ବାସ୍ତବରେ ଆପଣଙ୍କ କର୍ମ ହିଁ ଆପଣଙ୍କ ଭାଗ୍ୟ।]

Comments
Loading...