ଆଜିର ରାଶିଫଳ ସୋମବାର ୦୮ ମାର୍ଚ୍ଚ ୨୦୨୧

ମେଷ: ଧାର୍ମିକ ସ୍ଥଳରେ ଆଜି ଖୁବ ମନ ଲାଗିବ କଟିବ । କୌଣସି ଜାଗାରେ ବାଦ ବିବାଦ ହୋଇପାରେ । ଯେଉଁ କାମରେ ଆଜି ହାତ ଦେବେ ସେହି କାର୍ଯ୍ୟ ପୂର୍ଣ ହେବ । ଦାମ୍ପଦ୍ୟ ଜୀବନ ଭଲରେ କଟିବ ଓ ତାଙ୍କ ସହ ମିଶି ବାହାରକୁ ଯାଇ ନୂଆ ନୂଆ ଜିନିଷ ଖାଇବା ଖାଇପାରନ୍ତି । କୌଣସି କାମରେ ଦାଇତ୍ୟ ବଢିପାରେ । ପୂର୍ବରୁ ଦେଇଥିବା ପରୀକ୍ଷା ସେଥିରେ ଏବେ ଉତ୍ତିର୍ଣ ହେବେ । ଆଜି ଆପଣ ଯେଉଁ ନିସ୍ପତି ନେବେ ସେଥିରେ ସମସ୍ତଙ୍କର ଭଲ ହେବ ଓ ଆଗକୁ ଲାଭବାନ ମଧ୍ୟ କରାଇ ପାରେ । ପିତା ମାତାଙ୍କ ସାହାର୍ଯ୍ୟ ମିଳିବ ପରିବାରରେ ସମସ୍ତଙ୍କର ସହୋଯୋଗ ମିଳିବ । ଆଜି କୌଣସି ଦିଗରୁ କିଛି ନିରାଶ ପୂର୍ଣ୍ଣ ଓ ଅଶୁଭ ସମାଚାର ଆସିବା ଫଳରେ ବହୁତ ଦୁଖୀ ରହିବେ ।
 
ମିଥୁନ: ଆପଣଙ୍କର ଦିନ ବହୁତ ଭଲରେ କଟିବ । ନିଜର ଆତ୍ମବିଶ୍ଵାସ ବଢିବା ସହିତ କର୍ମରେ ଊର୍ଣ୍ଣତି ହେବ । ଆର୍ଥିକ ସମସ୍ୟା  ମଜବୁତ ରହିବ । ଯଦି ଆପଣ କୌଣସି ଏକ ବଡ ହୋଟେଲ ବା ପର୍ଯ୍ୟଟନ ଭଳି କିଛି ବ୍ୟବସାୟ ଥାଏ ତେବେ ସେଥିରେ ଆପଣ ଖୁବ ଲାଭ ବାନ ହେବେ । ପରିବାରର ସହୋଯୋଗ ଫଳରେ ଆଜି ଯେକୌଣସି କାମ କଲେ ସେଥିରେ ଆପଣ ସଫଳତା ହାସଲ କରିବେ । ଆଜି କୌଣସି ଏକ ସାଙ୍ଗ ସହ ଭେଟ ହେଲା ପରେ ବହୁତ ଖୁସି ରହିବେ ଓ ତାଙ୍କ ସହ ମିଶି ବାହରକୁ ଯିବା ପାଇଁ କିଛି ଯୋଜନା କରିପାରନ୍ତି ।
ସିଂହ: ଆଜି କିଛି ନୂଆ ଜିନିଷ କିଣିବାକୁ ବାହାରକୁ ଯାଇ ପାରନ୍ତି । ଧର୍ମ ସ୍ଥାନ ରେ କିଛି ଖର୍ଚ ହୋଇପାରେ । ଯାହା ଦ୍ଵାରା ସମାଜରେ ମାନ ସଂମ୍ମାନ ମିଳିବ ଓ ଗୁରୁଙ୍କର ଆଶ୍ରିବାଦ ମିଳିବ । ଯାତ୍ରା ଆପଣଙ୍କର ଲାଭ ଦାୟକ ହେବ । ଆଜି ଯିଏ ଯେତେବୀ ଚାହିଁଲେ କିଛି କ୍ଷତି କରିପାରିବେ ନାହିଁ । ମାତା ଓ ପିତାଙ୍କ ସାଙ୍ଗରେ ଭଲରେ ଦିନ କଟିବ । ଏଥିପାଇଁ ପୁରା ଦିନ ଖୁସିରେ କାଟିବ ଓ ଆପଣଙ୍କ ସମ୍ପର୍କ ଦୃଢ ରହିବ । ଆଜି କୌଣସି ନିସ୍ପତି ନେବା ପୂର୍ବରୁ ଟିକେ ଭାବିକରି ନେବା ପାଇଁ ଚେଷ୍ଟା କରନ୍ତୁ ଅଥବା ବଡ ଲୋକଙ୍କର ପରାମର୍ଶ କ୍ରମେ କାମ ଆରମ୍ଭ କରନ୍ତୁ ।
ତୁଳା: ପୁରା ଦିନ କାର୍ଯ୍ୟ ବ୍ୟସ୍ତତା ରେ କଟିବ । ସରକାରୀ ଚାକିରିରେ ଆପଣଙ୍କୁ କାମ କରିବାକୁ ପୁରା ସାହାର୍ଯ୍ୟ ମିଳିବ ଓ ସମର୍ଥନ ମଧ୍ୟ ମିଳିବ ବିଭାହୀତ ଜୀବନରେ କିଛି ହାତରୁ ଖସି ଯିବା ପରି ଲାଗିବ । ଭଲ କାର୍ଯ୍ୟ ଆଜି କଲେ ମଧ୍ୟ ଆପଣଙ୍କର କିଛି ଫାଇଦା ହେବ ନାହିଁ ଓ ଆପଣଙ୍କୁ କେହି ପସନ୍ଦ କରିବେ ନାହିଁ । ଆଜି କାହା ଉପରେ ରାଗନ୍ତୁ ନାହିଁ ନଚେତ ଯେଉଁ କାର୍ଯ୍ୟ ହେବାକୁ ଥିବ ସେହି କାର୍ଯ୍ୟରେ ବାଧା ସୃଷ୍ଟି ହେବ ଯାହାଫଳରେ ନିରାଶ ହେବେ ତେଣୁ କରି ନିଜ ବାଣୀ ଉପରେ ନିୟତ୍ରଣ ରଖନ୍ତୁ । ପରିବାରକୁ କେହି ଜଣେ ନୂଆ ବ୍ୟକ୍ତି ଆସିବା ଫଳରେ ବହୁତ ଶାନ୍ତି ଓ ଖୁସି ଅନୁଭୂତ ହେବ ।
ଧନୁ: ଭାଗ୍ୟ ଆପଣଙ୍କର ସାଥ ଦେବ । ଆଜି ଆପଣଙ୍କୁ କୌଣସି ଏକ ବଡ ଲୋକଙ୍କର ନୂଆ ସମାଧାନ ମିଳିପାରେ ଯାହାଫଳରେ ଆପଣ ସେହି ଅନୁଯାଇ କାମ କରିବା ଦ୍ଵାରା ସେହି କାର୍ଯ୍ୟ ସଫଳ ହେବ । ଆର୍ଥିକ ସ୍ଥିତି ସୁଦୃଢ ରହିବ ଆଜି କିଛି ଖର୍ଚ ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ କିଛି ଅସୁବିଧା ଦେଖା ଦେଇପାରେ ।ତର ତର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ ନଚେତ ବଡ ଅସୁବିଧାର ସମୁଖୀନ ହୋଇପାରନ୍ତି । କଥାବାର୍ତା ଓ ସ୍ଵଭାବରେ କିଛି ପରିବର୍ତନ ଆଣିବାକୁ ଚେଷ୍ଟା କରନ୍ତୁ ନଚେତ ବଡ ବିବାଦ ମଧ୍ୟରେ ଫଶୀ ପାରନ୍ତି ।
କୁମ୍ଭ: ଆଜି ଆପଣଙ୍କ ସହିତ କେହି ଜଣେ ପ୍ରିୟ ବ୍ୟକ୍ତି ଦେଖା ହୋଇ ପାରନ୍ତି ।  ବ୍ୟବସାୟରେ ଆଜି ଭଲ ଲାଭ ହେତୁ ମନ ଆଜି ବହୁତ ଖୁସି ରହିବ । କାର୍ଯ୍ୟରେ କିଛି ଛୋଟ ମୋଟ ଅସୁବିଧା ଆସିବ କିନ୍ତୁ କିଛି ବଡ ସମସ୍ୟା ହେବ ନାହିଁ । ଆର୍ଥିକ ସ୍ଥିତି ମଜବୁତ ରହିବ । ରାଗ ଉପରେ ନିୟତ୍ରଣ ରଖନ୍ତୁ ନଚେତ କୌଣସି ଏକ ବଡ ବିପଦରେ ପଡ଼ିପାରନ୍ତି ଯାହାକି କେହି ଉଧାର କରିବା ପାଇଁ ହୁଏତ ନଥିବେ ସେଥିପାଇଁ ସତର୍କ ହୋଇ ଚାଲିବାକୁ ଚେଷ୍ଟା କରନ୍ତୁ । ଟଙ୍କା ଦେବା ନେବା ଠାରୁ ଦୂରେଇ ରୁହନ୍ତୁ ନଚେତ ଟଙ୍କା ଫେରି ପାଇବାକୁ ବହୁତ କଷ୍ଟ ହେବ ।

ଘୋଷଣା: ଦୈନିକ ରାଶିଫଳ ମୁଖ୍ୟତଃ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ। ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି। ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ଠିକ୍‌ ନୁହେଁ। ରାଶିଫଳରୁ ପାଠକମାନେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ। ତେବେ ରାଶିଫଳରେ ଦିଆଯାଇଥିବା ପୂର୍ବାନୁମାନକୁ ନିଜର ସଂପୂର୍ଣ୍ଣ ଭାଗ୍ୟଫଳ ବୋଲି ବିଚାର କରି କର୍ମ, ସାଧନା ବା ଉଦ୍ୟମରୁ ବିରତ ରହନ୍ତୁ ନାହିଁ। କାରଣ ବାସ୍ତବରେ ଆପଣଙ୍କ କର୍ମ ହିଁ ଆପଣଙ୍କ ଭାଗ୍ୟ।

Comments
Loading...