ଆଜିର ରାଶିଫଳ ରବିବାର ୦୨ ମଇ ୨୦୨୧

ମେଷ: ଏହି ରାଶିର ଲୋକ ମାନଙ୍କୁ ମାତା ପିତାଙ୍କ ସହ ଯୋଗ ମିଳିବ । ଯାହା ଫଳରେ ଆପଣ ଜୀବନର କର୍ମ କ୍ଷେତ୍ରରେ ସଫଳତା ହାସଲ କରିବେ । ବ୍ୟବସାୟରେ ଭଲ ଲଭ ହେବା ସହ ଅଧିକ ଉନ୍ନତି ହେବାର ସମ୍ଭାବନା ରହିଛି । ସମାଜରେ ଆପଣଙ୍କର ମାନ ସମାନ ବଢିବ । ଜହ ଫଳରେ ଆପଣ ଜୀବନ କର୍ମ କ୍ଷେତରେ ପ୍ରଶଂସାର ପାତ୍ର ହେବେ । ସନ୍ତାନ ମାନଙ୍କ ତରଫରୁ କୌଣସି ଶୁଭ ସମ୍ବାଦ ଶୁଣିବାକୁ ମିଳିପାରେ । ନିଜ ଠାରୁ ବଡ ଗୁରୁଜନ ମାନଙ୍କ ସାହାଜ୍ଯ ଆଜି ଆପଣଙ୍କୁ ମିଳିବାକୁ ଯାଉଛି । ଯେଉଁ ମାନେ ଆପଣକ ଉପରେ ନିର୍ଭର କରନ୍ତି ସେମାନଙ୍କର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।
ମିଥୁନ: ଏହି ରାଶିର ଲୋକ ମାନେ କୌଣସି ଗୃହ କାର୍ଯ୍ୟରେ ନିଜକୁ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରଖିବେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ନିଜକୁ ବ୍ୟସ୍ତ ରଖିବେ । ଆପଣ କୌଣସି କାନୁନି ମାମଲାକୁ ନେଇ ମାନସିକ ଚିନ୍ତାରେ ରହିବେ । ବ୍ୟବସାୟରେ ଭଲ ଲାଭ ହେବ ସହ ଅଧିକ ଉନ୍ନତି ମଧ୍ୟ ହେବ । ଯେଉଁ ମାନେ ଆପଣଙ୍କ ଉପରେ ଭରସା କରନ୍ତି ସେମାନଙ୍କର ସାହାଜ୍ଯ କରନ୍ତୁ । ଛାତ୍ର ମାନେ ନିଜ ଜୀବନରେ ସଫଳ ହେବାକୁ ହେଲେ ଅଧିକ ପରିଶ୍ରମ କରନ୍ତୁ । ସମାଜରେ ଆପଣଙ୍କର ଗୌରବ ଓ ପ୍ରତିଷ୍ଠାର ମାନ ବୃଦ୍ଧି ହେବ ।
ସିଂହ: ଏହି ରାଶିର ଲୋକ ମାନଙ୍କୁ ଦାଂପତ୍ଯ ଜୀବନରେ ଜୀବନ ସାଥିଙ୍କ ଠାରୁ ସହ ଯୋଗ ମିଳିବ । ଯାହା ଫଳରେ ଆପଣ ଜୀବନର କର୍ମ କ୍ଷେତ୍ରରେ ସଫଳତା ହାସଲ କରିବେ । ମହିଳା ମାନେ ନିଜକୁ ପୂଜା ପାଠରେ ବ୍ୟସ୍ତ ରଖିବେ । ଛାତ୍ର ମାନେ ନିଜ ପରୀକ୍ଷାରେ ସଫଳ ହେବାକୁ ହେଲେ ଅଧିକ ପରିଶ୍ରମ କରନ୍ତୁ । ଆପଣଙ୍କୁ ପଡୋଶୀ ଓ ପ୍ରିୟଜନ ମାନଙ୍କ ସହ ଭଲ ସମ୍ଭଧ ରହିବ । ସମୟରେ ଆପଣଙ୍କର ମନ ସମାନ ବଢିବ । ଯାହା ଫଳରେ ଆପଣ ସବୁ କ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ । ଆପଣଙ୍କ ଉପରେ ବହୁତ ଲୋକଙ୍କର ଦାୟିତ୍ଵ ରହି ଥିବାରୁ ଆପଣ ଅଧିକ ପରିଶ୍ରମ କରନ୍ତୁ । ନିଜ ସ୍ଵାସ୍ଥ୍ୟର ଯତ୍ନ ନିଅନ୍ତୁ ।
ତୁଳା: ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ କୌଣସି ମାନଗଳିକ କାର୍ଯ୍ୟରେ ଯୋଗ ଦେଇ ନିଜକୁ ଆନନ୍ଦ ଅନୁଭବ କରିବେ । ଦାଂପତ୍ଯ ଜୀବନରେ ନିଜ ଜୀବନ ସାଥିଙ୍କ ସହ ଅଧିକ ସମୟ ବିତାଇବାର ସୁଯୋଗ ପାଇବେ । ଯାହା ଫଳରେ ଆପଣଙ୍କ ବୈବାହିକ ଜୀବନ ସୁଖମୟ ହେବ । ଅଫିସରେ ନିଜ ସହ କର୍ମୀ ଓ ଅଧିକାରୀ ମାନଙ୍କର ସମର୍ଥନ ଆଜି ଆପଣଙ୍କୁ ମିଳିବାକୁ ଯାଉଛି । ଯେଉଁ ମାନେ ଆପଣଙ୍କ ଉପରେ ନିର୍ଭର କରନ୍ତି ସେମାନଙ୍କର ସହ ଯୋଗ କରନ୍ତୁ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।
ଧନୁ: ଯେଉଁ ମାନେ ଚାକିରି କ୍ଷେତରେ ଅଛନ୍ତି ସେମାନଙ୍କ ପାଇଁ ଆଜି ଦିନଟି ଭଲ ରହିବ । କୌଣସି ନୂଆ ପଦ ପାଇବାର ଯୋଗ ରହିଛି । ପରିବାର ଲୋକଙ୍କ ସହ ଚାଲିଥିବା ମତଭେଦରା ଅନ୍ତ ହେବ । ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ଜଡିତ ଲୋକ ମାନଙ୍କୁ ନୂଆ ଅବସର ପ୍ରାପ୍ତ ହେବ । ଯେଉଁ ମାନେ ଆପଣକ ଉପରେ ନିର୍ଭର କରନ୍ତି ସେମାନଙ୍କର ସହ ଯୋଗ କରିବାକୁ ଚେଷ୍ଟା କରନ୍ତୁ । କୌଣସି ଠକ ବ୍ୟକ୍ତିଙ୍କ ଠାରୁ ନିଜକୁ ଦୂରେଇ ରଖନ୍ତୁ । ଆଜି ଆପଣଙ୍କର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ । ସେଥି ପାଇଁ ନିଜ ଖର୍ଚ୍ଚ ଉପରେ ଧ୍ୟାନ ଦିଅନ୍ତୁ । ସମାଜରେ ଆପଣଙ୍କର ଗୌରବ ଓ ପ୍ରତିଷ୍ଠାର ମାନ ବଢିବ । ଯାହା ଫଳରେ ଆପଣ କର୍ମ କ୍ଷେତରେ ପ୍ରଶଂସାର ପାତ୍ର ହେବେ ।
କୁମ୍ଭ: ଏହି ରାଶିର ଲୋକ ମାନଙ୍କୁ କୌଣସି ବ୍ୟକ୍ତିଙ୍କ ଠାରୁ ନୂଆ ଉପହାର ମିଳିପାରେ । ଆପଣ ନିଜ ପାଇଁ କିଛି ସମୟ ବାହାର କରିବାକୁ ଚେଷ୍ଟା କରନ୍ତୁ । ସମଯରେ ଆପଣଙ୍କର ମାନ ସମାନ ବଢିବ । କୌଣସି କ୍ଷେତ୍ରରରୁ ଧନ ଲାଭର ଯୋଗ ରହିଛି । ସନ୍ତାନ ମାନଙ୍କ ପାଇଁ କୌଣସି କାରଣରୁ ମାନସିକ ଚିନ୍ତାରେ ରହିବେ । ପରିବାର ଲୋକଙ୍କ ସହ କୌଣସି ସମାରୋହରେ ଆପଣ ଯୋଗ ଦେବେ । ଯାହା ଫଳରେ ଆପଣଙ୍କର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ସେଥି ପାଇଁ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଶିକ୍ଷକ ମାନେ ନୂଆ ପଦ ପାଇବାର ଆଶଙ୍କା ରହିଛି ।ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

ଘୋଷଣା: ଦୈନିକ ରାଶିଫଳ ମୁଖ୍ୟତଃ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ। ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି। ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ଠିକ୍‌ ନୁହେଁ। ରାଶିଫଳରୁ ପାଠକମାନେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ। ତେବେ ରାଶିଫଳରେ ଦିଆଯାଇଥିବା ପୂର୍ବାନୁମାନକୁ ନିଜର ସଂପୂର୍ଣ୍ଣ ଭାଗ୍ୟଫଳ ବୋଲି ବିଚାର କରି କର୍ମ, ସାଧନା ବା ଉଦ୍ୟମରୁ ବିରତ ରହନ୍ତୁ ନାହିଁ। କାରଣ ବାସ୍ତବରେ ଆପଣଙ୍କ କର୍ମ ହିଁ ଆପଣଙ୍କ ଭାଗ୍ୟ।

Comments
Loading...