ଆଜିର ରାଶିଫଳ ବୁଧବାର ୦୫ ମଇ ୨୦୨୧

ମେଷ: ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଅଧିକ ସମୟ ବିତାଇବାର ସୁଯୋଗ ମିଳିବ । ବ୍ୟବସାୟରେ ଭଲ ଲାଭ ହେବ ସହ କୌଣସି ନୂଆ ଯୋଜନା ଆରମ୍ଭ କରିବାକୁ ଚାହୁନଥିଲେ ଆଜି କରି ପାରିବେ । ଆପଣଙ୍କର କୌଣସି ଜରୁରୀ କାମ ପୂରଣ ହେବ । କୌଣସି ପୁରୁଣା ମିତ୍ର ଆପଣଙ୍କ ଘରକୁ ଆସି ପାରନ୍ତି । ଦାଂପତ୍ଯ ଜୀବନରେ ଆପଣ ଜୀବନ ସାଥିଙ୍କ ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ଯେଉଁ ମାନେ ଆପଣଙ୍କ ଉପରେ ନିର୍ଭର କରନ୍ତି ସେମାନଙ୍କର ଧ୍ୟାନ ରଖନ୍ତୁ । ସମାଜରେ ଆପଣଙ୍କର ମାନ ସମାନ ବୃଦ୍ଧି ହେବ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।
ମିଥୁନ: ଆଜି ଆପଣଙ୍କ ଦିନ ଭଲ ରହିବ । ପରିବାର ଲୋକଙ୍କ ସହ କୌଣସି ମାଙ୍ଗଳିକ କାର୍ଯ୍ୟରେ ଆପଣ ଯୋଗ ଦେବେ । ମହିଳା ମାନେ ନିଜ କିଛି ନୂଆ ଜିନିଷ କିଣିବାରେ ବ୍ୟସ୍ତ ରହିବେ । ସମଯରେ ଆପଣଙ୍କର ମାନ ସମାନ ବୃଦ୍ଧି ହେବ । ଯାହା ଫଳରେ ଆପଣ ଜୀବନର କର୍ମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର ମାନେ ନିଜ ପରୀକ୍ଷାରେ ସଫଳ ହେବାକୁ ହେଲେ କଠିନ ପରିଶ୍ରମ କରନ୍ତୁ । କୌଣସି ନିଷ୍ପତି ନେବା ପୂର୍ବରୁ ଭାବି ଚିନ୍ତି ନିଅନ୍ତୁ । ଆଜି ଆପଣଙ୍କର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ । ସେଥି ପାଇଁ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ନିଜ ସ୍ଵାସ୍ଥ୍ୟର ଯତ୍ନ ନେବା ସହ ଅନ୍ୟ ମାନଙ୍କର ମଧ୍ୟ ଯତ୍ନ ନିଅନ୍ତୁ ।
ସିଂହ: ଆଜି ଆପଣଙ୍କ ଦିନ ଭଲ ରହିବ । ପରିବାର ଲୋକଙ୍କ ସହ ମନ୍ଦିର ଦର୍ଶନ କରିବାକୁ ଯାଇ ପାରନ୍ତି । କୌଣସି କ୍ଷେତ୍ରରୁ ଧନ ଲାଭର ଯୋଗ ରହିଛି । ସନ୍ତାନ ମାନଙ୍କ ପାଇଁ କୌଣସି କାରଣରୁ ଶୁଭ ସମ୍ବାଦ ଶୁଣିବାକୁ ମିଳିପାରେ । ଦାଂପତ୍ଯ ଜୀବନରେ ଜୀବନ ସାଥିଙ୍କ ସହ ଯୋଗ ଆଜି ଆପଣଙ୍କୁ ମିଳିବ । ଯାହା ଫଳରେ ଆପଣ ଆଜୀବନ କର୍ମ କ୍ଷେତ୍ରରେ ବିଜଯ ଲାଭ କରିବେ । ଭାଇ ଓ ଭଉଣୀଙ୍କ ସହ ଭଲ ସମ୍ଭଧ ରହିବା ସହ ଅଧିକ ସମୟ ବିତାଇବାର ମୌକା ଆଜି ଆପଣଙ୍କୁ ମିଳିବ । ଆପଣ ନିଜକୁ ମାନସିକ ଚିନ୍ତାରୁ ଦୂରେଇ ରଖନ୍ତୁ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।
ତୁଳା: ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥିଙ୍କ ସହ ବିଦେଶକୁ ଯାତ୍ରା କରି ପାରନ୍ତି । ଅଫିସରେ ନିଜ ସହ କର୍ମୀ ଓ ଅଧିକାରୀ ମାନଙ୍କର ସହ ଯୋଗ ଆଜି ଆପଣଙ୍କୁ ମିଳିବ । ସମାଜରେ ଆପଣଙ୍କର ଗୌରବ ଓ ପ୍ରତିଷ୍ଠାର ମାନ ବଢି । ଯାହା ଫଳରେ ଆପଣ ଜୀବନର କର୍ମ ଭୂମିରେ ପ୍ରଶଂସାର ପାତ୍ର ହେବେ । ଛାତ୍ର ମାନେ ନିଜ ଭବିଷ୍ୟତରେ ସଫଳ ହେବାକୁ ଅଧିକ ପରିଶ୍ରମ କରନ୍ତୁ । ଆଜି ଆପଣଙ୍କର କୌଣସି ପୁରୁଣା ମିତ୍ରଙ୍କ ସହ ଭେଟ ହୋଇପାରେ ।
ଧନୁ: ଆଜି ଆପଣଙ୍କ ଦିନ ବହୁତ ଭାଲ ରହିବ । ସନ୍ତାନ ମାନଙ୍କ ପାଇଁ କୌଣସି କ୍ଷେତ୍ରରରୁ ଖୁସି ଖବର ଶୁଣିବାକୁ ମିଳିବ । ମାତା ପିତାଙ୍କ ସହ ଯୋଗ ଆପଣଙ୍କଉ ଜୀବନର କର୍ମ କ୍ଷେତରେ ସଫଳତା ଆଣି ଦେବ । ଅଫିସରେ ସହ କର୍ମୀ ଓ ଅଧିକାରୀ ମାନଙ୍କର ସହ ଯୋଗ ଆଜି ଆପଣଙ୍କଉ ମିଳିବ । ଦାମ୍ପତ୍ୟ ଜିଏବନରେ ଜୀବନ ସାଥିଙ୍କ ସହ ଭଲ ସମ୍ଭଧ ରହିବା ସହ ପରସ୍ପରେ ଭିତରେ ଭଲ ବୁଝାମଣା ମଧ୍ୟ ରହିବ । ନିଜ ବଚନ ଉପରେ ନିୟନ୍ତ୍ରଣ ରଖି ଅନ୍ୟ ସହ ଆଲୋଚନା କରନ୍ତୁ । ନଚେତ ଭବିଷ୍ୟତରେ ସମସ୍ଯା ହୋଇପାରେ । ନିଜ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।
କୁମ୍ଭ: ଏହି ରାଶିର ଲୋକ ମାନଙ୍କୁ ଦାଂପତ୍ଯ ଜୀବନରେ ଜୀବନ ସାଥିଙ୍କ ସହ ଯୋଗ ମିଳିବ । ଯାହା ମ୍ଫାଲରେ ଆପଣ ଜୀବନର କର୍ମ ଭୂମିରେ ବିଜୟ ଲାଭ କରିବେ । ଛାତ୍ର ମାନେ ନିଜ ପରୀକ୍ଷାରେ ସଫଳରେ ହେବାକୁ ହେଲେ କଠିନ ପରିଶ୍ରମ କରନ୍ତୁ । ଅଫିସରେ ନିଜ ବରିଷ୍ଠ ଅଧିକାରୀ ମାନଙ୍କର ସମର୍ଥନ ଆଜି ଆପଣଙ୍କୁ ମିଳିବ । ଆଜି ଆପଣ ନିଜ ସାଙ୍ଗ ସାଥିଙ୍କ ସହ କୌଣସି ଜାଗାକୁ ଯାତ୍ରା କରି ପାରନ୍ତି ।

ଘୋଷଣା: ଦୈନିକ ରାଶିଫଳ ମୁଖ୍ୟତଃ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ। ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି। ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ଠିକ୍‌ ନୁହେଁ। ରାଶିଫଳରୁ ପାଠକମାନେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ। ତେବେ ରାଶିଫଳରେ ଦିଆଯାଇଥିବା ପୂର୍ବାନୁମାନକୁ ନିଜର ସଂପୂର୍ଣ୍ଣ ଭାଗ୍ୟଫଳ ବୋଲି ବିଚାର କରି କର୍ମ, ସାଧନା ବା ଉଦ୍ୟମରୁ ବିରତ ରହନ୍ତୁ ନାହିଁ। କାରଣ ବାସ୍ତବରେ ଆପଣଙ୍କ କର୍ମ ହିଁ ଆପଣଙ୍କ ଭାଗ୍ୟ।

Comments
Loading...