ଆଜିର ରାଶିଫଳ ଗୁରୁବାର ୨୯ ଏପ୍ରିଲ ୨୦୨୧

ମେଷ: ଆଜି ଆପଣଙ୍କ ଦିନ ଭଲ ରହିବ । ଏହି ରାଶିର ଲୋକ ମାନେ ନିଜ ପରିବାର ଲୋକଙ୍କ ସହ ଅଧିକ ସମୟ ବିତାଇବାର ସୁଯୋଗ ପାଇବେ । ଛାତ୍ର ମାନେ ନିଜ ପରୀକ୍ଷାରେ ସଫଳ ହେବାକୁ ହେଲେ ଅଧିକ ପରିଶ୍ରମ କରନ୍ତୁ । ଯେଉଁ ମାନେ ଆପଣଙ୍କ ଉପରେ ନିର୍ଭର କରନ୍ତି ସେମାନଙ୍କର ଧ୍ୟାନ ରଖନ୍ତୁ । କୌଣସି ମହାନ ବ୍ୟକ୍ତିଙ୍କ ସହ ଭେଟ ହୋଇପାରେ । ମହିଳା ମାନେ ନିଜକୁ ପୂଜା ପାଠରେ ବ୍ୟସ୍ତ ରଖିବେ । ଦାଂପତ୍ଯ ଜୀବନରେ ଜୀବନ ସାଥିଙ୍କ ସହ କୌଣସି ସ୍ଥାନକୁ ଯାତ୍ରା କରି ପାରନ୍ତି । ସମାଜରେ ଆପଣଙ୍କର ମାନ ସମାନ ବୃଦ୍ଧି ହେବ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।
ମିଥୁନ: ଏହି ରାଶିର ଲୋକ ମାନେ ନିଜ ଜୀବନ ସାଥିଙ୍କ ପ୍ରତି ଅଧିକ ଭାବୁକ ହେବେ । ପରିବାର ଲୋକଙ୍କ ସହ କୌଣସି ସମାରୋହରେ ଯୋଗ ଦେଇ ଆପଣ ନିଜକୁ ବ୍ୟସ୍ତ ରଖିବେ । ସନ୍ତାନ ମାନଙ୍କ ପାଇଁ ଆପଣ ମାନସିକ ଚିନ୍ତାରେ ରହିବେ । ଅଫିସରେ ନିଜ ସହ କର୍ମୀ ଓ ଅଧିକାରୀ ମାନଙ୍କର ସହ ଯୋଗ ଆପଣକଉ ମିଳିବ । ଶିକ୍ଷକ ମାନେ ନୂଆ ପଦ ପାଇବାର ଯୋଗ ରହିଛି । ବ୍ୟବସାୟରେ ଭଲ ଲାଭ ହେବା ସହ ଅଧିକ ଉନ୍ନତି ମଧ୍ୟ ହେବ । ଆର୍ଥିକ କାର୍ଯ୍ୟ ବା ଧନ ସମ୍ପତିକୁ ନେଇ କିଛି ବିବାଦ ହୋଇପାରେ । ସେଥି ପାଇଁ ଧ୍ୟାନ ରଖନ୍ତୁ
ସିଂହ: ଏହି ରାଶିର ଲୋକ ମାନଙ୍କୁ ମାତା ପିତାଙ୍କ ସହ ଯୋଗ ଆଜି ମିଳିବାକୁ ଯାଉଛି । ଯାହା ଫଳରେ ଆପଣ ଜୀବନର କର୍ମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ଭଲ ଲଭ ହେବା ସହ ଅଧିକ ଉନ୍ନତି ମଧ୍ୟ ହେବାକୁ ଯାଉଛି । ଜୀବନ ସାଥିଙ୍କ ସହ କୌଣସି ଜ୍ଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । କୌଣସି ଅନୁଭବି ବ୍ୟକ୍ତିଙ୍କ ଠାରୁ ଉପଦେଶ ମିଳିବ । ସମାଜରେ ଆପଣଙ୍କର ମାନ ସମାନ ବଢିବ । ଯାହା ଫଳରେ ଆପଣ ସବୁ କ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ । ନିଜ ଭବିଷ୍ୟତକୁ ନେଇ କିଛି ନୂଆ ଯୋଜନା କରି ପାରିବେ ।
ତୁଳା: ଏହି ରାଶିର ଲୋକ ମାନେ ଜୀବନ ସାଥିଙ୍କ ସହ ଅଧିକ ସମୟ ବିତାଇବାର ମୌକା ପାଇବେ । ଯେଉଁ ମାନେ ଆପଣଙ୍କ ଉପରେ ନିର୍ଭର କରନ୍ତି ସେମାନଙ୍କର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସମଯରେ ଆପଣଙ୍କର ମାନ ସମାନ ବଢିବ । ଯାହା ଫଳରେ ଆପଣ ଜୀବନର କର୍ମ କ୍ଷେତରେ ସଫଳତା ପାଇବେ । ଭାଇ ଓ ଭଉଣୀଙ୍କ ସହ ଯୋଗ ଆଜି ମିଳିପାରେ । ଛାତ୍ର ମାନେ ନିଜ ପରୀକ୍ଷାରେ ସଫଳ ହେବାକୁ ହେଲେ କଠିନ ପରିଶ୍ରମ କରନ୍ତୁ । ବ୍ୟବସାୟରେ ଭଲ ଲାଭ ହେବ । ଭବିଷ୍ୟତକୁ ନେଇ କୌଣସି ନୂଆ ଯୋଜନା ଆରମ୍ଭ କରିବାକୁ ଚାହୁଥିଲେ ଆଜି ଦିନଟି ଶୁଭ ରହିବ । କାନୁନି ମାମଲାରୁ ନିଜକୁ ଦୂରେଇ ରଖନ୍ତୁ । ପଡୋଶୀ ଓ ପ୍ରିୟଜନ ମାନକ ସହ ଆପଣଙ୍କର ଭଲ ସମ୍ଭଧ ରହିବ ।
ଧନୁ: ଏହି ରାଶିର ଲୋକ ମାନଙ୍କୁ କୌଣସି କ୍ଷେତ୍ରରୁ ଧନ ଲ୍ଭର ଆଶଙ୍କା ରହିଛି । ପରିବାରର ମାଙ୍ଗଳିକ କାର୍ଯ୍ୟକ୍ରମରେ ଆପଣ ନିଜକୁ ସାମିଲ କରିବେ । ଅଫିସରେ ଅଧିକାରୀ ମାନଙ୍କର ସମର୍ଥନ ଆପଣଙ୍କୁ ମିଳିବ । ଯେଉଁ ମାନେ ଆପଣକ ଉପରେ ନିର୍ଭର କରନ୍ତି ସେମାନକର ସହ ଯୋଗ କରନ୍ତୁ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିନତୁ । ସମାଜରେ ଆପଣଙ୍କର ଗୌରବ ଓ ପ୍ରତିଷ୍ଠାର ମାନ ବଢିବ । ବ୍ୟବସାୟରେ ଭଲ ଲାଭ ହେବା ସହ ଅଧିକ ଉନ୍ନତି ମଧ୍ୟ ହେବ । ଭବିଷ୍ୟତରେ ସଫଳ ହେବାକୁ ହେଲେ ଅଧିକ ପରିଶ୍ରମ କରନ୍ତୁ ।
କୁମ୍ଭ: ଆଜି ଆପଣଙ୍କର ଆର୍ଥିକ ସ୍ଥିତି ଭଲ ରହିବ । ଯାହା ଫଳରେ ଆପଣ ସବୁ କ୍ଷେତରେ ସଫଳ ହେବେ । ପରିବାର ଲୋକଙ୍କ ସହ ଅଧିକ ସମୟ ବିତାଇବାର ସୁଯୋଗ ପାଇବେ । ଶିକ୍ଷକ ମାନେ ନୂଆ ପଦ ପାଇବାର ଆଶଙ୍କା ରହିଛି । ଅଫିସରେ ବରିଷ୍ଠ ଅଧିକାରୀ ଓ ସହ କର୍ମୀ ମାନଙ୍କର ସମର୍ଥନ ଆପଣଙ୍କୁ ମିଳିବ । ଚାତରା ମାନେ ଉଚ୍ଚ ଶିକ୍ଷା ଚେଷ୍ଟା ଜାରି ରଖନ୍ତୁ । ବ୍ୟବସାୟରେ ଭଲ ଲାଭ ହେବା ସହ କୌଣସି ନୂଆ ଯୋଜନା ଆରମ୍ଭ କରିବାକୁ ଚାହୁଥିଲେ ଆଜି କରି ପାରିବେ ।

ଘୋଷଣା: ଦୈନିକ ରାଶିଫଳ ମୁଖ୍ୟତଃ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ। ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି। ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ଠିକ୍‌ ନୁହେଁ। ରାଶିଫଳରୁ ପାଠକମାନେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ। ତେବେ ରାଶିଫଳରେ ଦିଆଯାଇଥିବା ପୂର୍ବାନୁମାନକୁ ନିଜର ସଂପୂର୍ଣ୍ଣ ଭାଗ୍ୟଫଳ ବୋଲି ବିଚାର କରି କର୍ମ, ସାଧନା ବା ଉଦ୍ୟମରୁ ବିରତ ରହନ୍ତୁ ନାହିଁ। କାରଣ ବାସ୍ତବରେ ଆପଣଙ୍କ କର୍ମ ହିଁ ଆପଣଙ୍କ ଭାଗ୍ୟ।

Comments
Loading...