ବୌଦ୍ଧ ଜିଲାରେ ଗତ ୨୪ ଘଣ୍ଟା ରେ ୨୧ ଜଣ କରୋନା ପୋଜିଟିଭ ଚି଼ହ୍ନଟ

ବୌଦ୍ଧ (କୋଶଲ ନ୍ୟୁଜ୍) ବୌଦ୍ଧ ଜିଲ୍ଲାରେ 24 ଘଣ୍ଟା ମଧ୍ୟରେ 21 କରୋନା ପୋଜିଟିଭ ଚି଼ହ୍ନଟ ହୋଇଛନ୍ତି |ଆଜି ସମଗ୍ର ରାଜ୍ୟରେ 2803 ଜଣ ପୋଜିଟିଭ ଚି଼ହ୍ନଟ ହୋଇଛନ୍ତି | ଆଜି ସୁଦ୍ଧା ବୌଦ୍ଧ ଜିଲାରୁ ମୋଟ 12300 ଜଣ କରୋନା ପୋଜିଟିଭ ଚି଼ହ୍ନଟ ହୋଇଛନ୍ତି ସେମାନଙ୍କ ମାଧରୁ 11999ସୁସ୍ଥ ହୋଇଥିବା ବେଳେ 217 ଜଣ ଚିକିତ୍ସାଧିନ ଥିବା ବେଳେ 84 ଜଣ ମୃତ୍ୟୁ ହୋଇଛି | ବୌଦ୍ଧ ଜିଲ୍ଲାର ମୋଟ ପୋଜିଟିଭ ସଂଖ୍ୟା 12300 ରେ ପହଂଚିଛି

Comments
Loading...